ମୋଦୀଙ୍କ ସହ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେନି ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ଓଡିଶା ଗସ୍ତରେ ଆସୁଛନ୍ତି । ସେ ତାଙ୍କର ଏହି ଗସ୍ତ ଅବସରରେ କେତେକ ସରକାରୀ କାର୍ଯ୍ୟକ୍ରମ ରେ ଯୋଗ ଦେବା ସହ ଏକ ଜନସମାବେଶରେ ଉଦବୋଧନ ଦେବେ । ପ୍ରଧନମନ୍ତ୍ରୀଙ୍କ ଏହି ସରକାରୀ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଲୋକର୍ପଣ କାର୍ଯ୍ୟ ରହିଛି । ଏହି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରାଯାଇଛି । ମୁଖ୍ୟମନ୍ତ୍ରୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ … Continue reading ମୋଦୀଙ୍କ ସହ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେନି ନବୀନ